Acts 7:18 — Compare Translations
7 translations compared side by side
Odia - 1840
"ସହେି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ବ କରିବାପାଇଁ ଆରମ୍ଭ କଲେ। ସେ ଯୋଷଫଙ୍କେୁ ଜାଣି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ଯୋସେଫଙ୍କ ବିଷୟରେ ଜାଣି ନ ଥିବା ଜଣେ ରାଜା ମିସର ଦେଶକୁ ଶାସନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ୱ କରିବା ପାଇଁ ଆରମ୍ଭ କଲେ। ସେ ଯୋଷେଫଙ୍କୁ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಆಕ್ರಿಚ್ಯಾ ಎಳಾರ್ ಜುಜೆಚ್ಯಾ ವಿಶಯಾತ್ ಗೊತ್ತ್ ನಸಲ್ಲೊ ದುಸ್ರೊ ಎಕ್ಲೊ ಇಜಿಪ್ತಾತ್ ರಾಜಾ ಹೊಲೊ.