Acts 7:19 — Compare Translations
7 translations compared side by side
Odia - 1840
"ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ନିଷ୍ଠୁର ଓ ଖଳ ବ୍ୟବହାର କଲେ, ସେମାନଙ୍କ ନବଜାତ ଶିଶୁମାନଙ୍କୁ ନିପାତ କରିବା ପାଇଁ ସେମାନଙ୍କୁ ବାହାରେ ପକାଇ ଦେବାକୁ ଆଦେଶ ଜାରୀ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ರಾಜಾ ಅಮ್ಚ್ಯಾ ಅದ್ಲ್ಯಾ ಲೊಕಾಕ್ನಿ ವಿರೊದ್ ಬುರ್ಶೆ ಚಿಂತುನ್ ತೆಂಚ್ಯಾ ಬಾಳ್ಸ್ಯಾಕ್ನಿ ಜಿವ್ ಕಾಡುಚೆ ಮನುನ್ ತೆಂಕಾ ಘರಾತ್ನಾ ಬಾಯ್ರ್ ಥವ್ಕ್ ಸಾಂಗಲ್ಲ್ಯಾನ್.