Acts 7:2 — Compare Translations
7 translations compared side by side
Odia - 1840
"ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ହେ ଭ୍ରାତୃ ଓ ପିତୃଗଣ, ଶ୍ରବଣ କରନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆରେ ଥିଲେ, ସେତେବେଳେ ଗୌରବମୟ ଈଶ୍ଵର ତାଙ୍କୁ ଦର୍ଶନ ଦେଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତିଫାନ ଉତ୍ତର ଦେଲେ, “ହେ ମୋର ଭାଇ ଓ ଗୁରୁଜନମାନେ, ଦୟାକରି ଶୁଣନ୍ତୁ, ଆମ ପୂର୍ବପୁରୁଷ ଅବ୍ରହାମ ହାରଣରେ ବାସ କରିବାକୁ ଯିବା ପୂର୍ବରୁ ଗୌରବମୟ ଈଶ୍ୱର ମେସୋପଟାମିୟାରେ ଦର୍ଶନ ଦେଇ ତାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତର ଦେଲେ, “ମୋର ଯିହୂଦୀ ପିତାମାନେ ଓ ଭାଇମାନେ, ମୋ’ କଥା ଶୁଣ। ଆମ୍ଭର ପିତା ଅବ୍ରହାମ ହାରୋଣ ନଗରରେ ବାସ କରିବା ପୂର୍ବରୁ ଯେତେବେଳେ ମେସପତାମିଆରେ ଥିଲେ, ସେତେବେଳେ ଗୌରବମୟ ପରମେଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸ್ತಪೆನಾಕ್ ಮಾಜ್ಯಾ ಭಾವಾನು ಅನಿ ಬಾಬಾನು, ಮಿಯಾ ಸಾಂಗ್ತಲೆ ಆಯ್ಕಾ, ಅಮ್ಚೊ ಪುರ್ವಜ್ಯಾಂಚೊ ಬಾಬಾ ಅಬ್ರಾಹಾಮ್ ಹಾರಾನಿತ್ ರ್ಹಾವ್ಚ್ಯಾ ಅದ್ದಿ ಮೆಸೆಪೊತಾಮ್ಯಾತ್ ಹೊತ್ತೊ, ದೆವಾನ್ ತೆಕಾ ಅಪ್ಲ್ಯಾ ಮಹಿಮಾನ್ ದಾಕ್ವುನ್ ಘೆಟ್ಲ್ಯಾನ್.