Acts 7:24 — Compare Translations
7 translations compared side by side
Odia - 1840
"ମାଶାେ ସଠାେରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ଯାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସହେିଠା ରେ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି, ସେ ତାʼର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଉପଦ୍ରବ ପାଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ଜଣକ ପ୍ରତି, ଜଣେ ମିସରୀୟ ର୍ଦୁବ୍ୟବହାର କରୁଥିବା ଦେଖି, ମୋଶା ତାକୁ ରକ୍ଷା କରିବା ପାଇଁ ମିସରୀୟଜଣକ ପ୍ରତି ପ୍ରତିଶୋଧ ନେଇ ତାକୁ ହତ୍ୟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಜಿಪ್ತಾತ್ಲ್ಯಾ ಎಕ್ಲ್ಯಾಕ್ ಅನ್ನ್ಯಾಯ್ ಹೊತಲೆ ಬಗುನ್ ಮೊಯ್ಜೆ ತೆಕಾ ತರಾಸ್ ದಿವ್ಕ್ ಲಾಗಲ್ಯಾ ಮಾನ್ಸಾಕ್ ಲೈ ಮಾರುನ್ ಜಿವ್ ಕಾಡುನ್ ತೆಜೊ ಶೆಡ್ ಕಾಡುನ್ ಘೆತಾ.