Acts 7:25 — Compare Translations

7 translations compared side by side

Odia - 1840
"ମାଶାେ ଭାବିଲେ ଯେ, ପରମେଶ୍ବର ସମାନଙ୍କେର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ୟ୍ଯ ରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସମାନେେ ତାହା ବୁଝିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ହସ୍ତ ଦ୍ଵାରା ଈଶ୍ଵର ଯେ ତାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ସେ ଭାବିଥିଲେ, ତାଙ୍କର ନିଜ ଲୋକମାନେ ହୃଦୟଙ୍ଗମ କରିବେ ଯେ, ସେମାନଙ୍କୁ ମୁକ୍ତ କରିବା ପାଇଁ ଈଶ୍ୱର ତାଙ୍କୁ ବ୍ୟବହାର କରୁଛନ୍ତି; କିନ୍ତୁ ସେମାନେ ତାହା ବୁଝିଲେ ନାହିଁ।)
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಕಾ ಸುಟ್ಕಾ ಕರುನ್ ರಾಕ್ವನ್ ಕರುಕ್ ಸಾಟ್ನಿ ಅಪ್ನಾಕ್ ಧಾಡ್ಲಾ ಮನುನ್ ತೆನಿ ಕಳ್ವುನ್ ಘೆಂವ್ದಿ ಮನುನ್ ಮೊಯ್ಜೆನ್ ಚಿಂತ್ಲ್ಯಾನ್, ಖರೆ ತೆನಿ ತೆ ಕಳ್ವುನ್ ಘೆವ್ಕ್ ನಾತ್.