Acts 7:3 — Compare Translations
7 translations compared side by side
Odia - 1840
"'ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି, ସେ ଦେଶକୁ ଚାଲିଯାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ଵଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରିଆସ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ତୁମର ପରିବାର ଓ ଦେଶ ପରିତ୍ୟାଗ କରି ମୁଁ ଯେଉଁ ଦେଶ ଦେଖାଇବି, ସେଠାକୁ ଯାଅ।’
Odia Bible ERV 2004 (ପବିତ୍ର ବାଇବଲ)
‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೆವಾನ್ ತೆಕಾ ತಿಯಾ ತುಜಿ ಸ್ವತಾಚಿ ಲೊಕಾ, ಅನಿ ತುಜೊ ದೆಶ್ ಸೊಡುನ್ ಮಿಯಾ ದಾಕ್ವಲ್ಲ್ಯಾ ದೆಶ್ಯಾಕ್ ಜಾ ಮನುನ್ ಸಾಂಗ್ಲ್ಯಾನ್.