Acts 7:30 — Compare Translations
7 translations compared side by side
Odia - 1840
"ଦୀର୍ଘ ଚ଼ାଳିଶବର୍ଷ ଅତିବାହିତ ହବୋ ପରେ ଜଣେ ସ୍ବର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ବଳନ୍ତା ବୁଦାର ଅଗ୍ନିଶିଖା ରେ ମାଶାଙ୍କେୁ ଦର୍ଶନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ, ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାଙ୍କୁ ଦର୍ଶନ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଚାଳିଶ ବର୍ଷ ଅତିବାହିତ ହେବା ପରେ ସୀନୟ ପର୍ବତ ନିକଟରେ ଏଇ ଜ୍ୱଳନ୍ତ ବୁଦାର ଅଗ୍ନିଶିଖା ମଧ୍ୟରେ ଈଶ୍ୱରଙ୍କର ଜଣେ ଦୂତ ମୋଶାଙ୍କୁ ଦର୍ଶନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚಾಳಿಸ್ ವರ್ಸಾ ಹೊಲ್ಲ್ಯಾ ಮಾನಾ ದೆವಾಚೊ ದುತ್ ತೆಕಾ ಸಿನಾಯ್ ಮನ್ತಲ್ಯಾ ಗುಂಡಾಚ್ಯಾ ಡಂಗ್ಳಿತ್ ಕಾಟ್ಯಾಂಚ್ಯಾ ಝಿಳಿತ್ ಜಳ್ತಲ್ಯಾ ಆಗಿತ್ ದಿಸ್ಲೊ.