Acts 7:32 — Compare Translations
7 translations compared side by side
Odia - 1840
"'ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର। ଅବ୍ରହାମ, ୟିସ୍ହାକ ଓ ଯାକୁବର ପରମେଶ୍ବର।' ଏହାଶୁଣି ମାଶାେ ଭୟ ରେ ଥରିଲେ ଓ ଆଉ ଦେଖିବା ପାଇଁ ସାହାସ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ଵର, ଅବ୍ରହାମ, ଯିସ୍ହାକ ଓ ଯାକୁବର ଈଶ୍ଵର । ସେଥିରେ ମୋଶା କମ୍ପି ଉଠି ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ମୁଁ ତୁମ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର।’ ମୋଶା ଭୟରେ କମ୍ପିତ ହୋଇ ଅନାଇବାକୁ ସାହସ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର।’ ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ୱର । ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾನ್ ತೆಕಾ ಮಿಯಾಚ್ ತುಜ್ಯಾ ಬಾಬಾಂಚೊ ದೆವ್,ಅಬ್ರಾಹಾಮಾಚೊ, ಇಸಾಕಾಚೊ, ಅನಿ ಜಾಕೊಬಾಚೊ ದೆವ್ ಮಟ್ಲ್ಯಾನ್, ತನ್ನಾ ಮೊಯ್ಜೆ ತ್ಯಾ ಝಿಳಿಕ್ ಬಗುಕ್ ಬಿಂವ್ನ್ ಥರ್ ಥರ್ಲೊ.