Acts 7:36 — Compare Translations

7 translations compared side by side

Odia - 1840
"ତେଣୁ ମାଶାେ ମିଶର ଦେଶ ରେ ଓ ସୂଫ ସମୁଦ୍ର ରେ ତଥା ମରୂଭୂମିରେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ ପୂର୍ଣ୍ଣ ଚ଼ିହ୍ନ ଓ କାର୍ୟ୍ଯମାନ କରି ସମାନଙ୍କେୁ ବାହାରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମିଶରରେ ଓ ଲୋହିତ ସାଗରରେ ବହୁ ଆଶ୍ଚର୍ଯ୍ୟକର୍ମ ସାଧନ କରି ଲୋକମାନଙ୍କୁ ମିସରରୁ ବାହାର କରି ଆଣ, ଚାଳିବ ବର୍ଷ ପର୍ଯ୍ୟନ୍ତ ମରୁପ୍ରାନ୍ତରରେ ସେମାନଙ୍କୁ ବାଟ କଢ଼ାଇ ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮೊಯ್ಜೆನ್ ಲೊಕಾಕ್ನಿ ಇಜಿಪ್ತಾತ್ನಾ ಬಲ್ವುನ್ ಹಾನ್ಲ್ಯಾನ್ ಅನಿ ತೆನಿ ಇಜಿಪ್ತಾತ್, ತಾಂಬ್ಡ್ಯಾ ಸಮುಂದರಾತ್, ಅನಿ ಚಾಳಿಸ್ ವರ್ಸಾ ಪತರ್ ಡಂಗ್ಳಿತ್ಬಿ ಅಜಾಬಾಚಿ ಅನಿ ಚಮತ್ಕಾರಾಚಿ ಕಾಮಾ ಕರುಂಗೆತ್ ಲೊಕಾಕ್ನಿ ಫಿಡೆ ಚಾಲ್ವುಲ್ಯಾನ್.