Acts 7:37 — Compare Translations

7 translations compared side by side

Odia - 1840
"ସେ ମାଶାେ ଇଶ୍ରାୟେଲର ସନ୍ତାନମାନଙ୍କୁ କହିଲେ, 'ପରମେଶ୍ବର ତୁମ୍ଭମାନଙ୍କ ମଧ୍ଯରୁ ମାେପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ନିଜେ ଇଶ୍ରାୟେଲର ଲୋକମାନଙ୍କୁ କହିଥିଲେ, ‘ଈଶ୍ୱର ମୋତେ ଯେପରି ପଠାଇଲେ, ସେପରି ତୁମ୍ଭମାନଙ୍କ ନିକଟକୁ ଜଣେ ଭାବବାଦୀ ପଠାଇବେ - ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ।’
Odia Bible ERV 2004 (ପବିତ୍ର ବାଇବଲ)
“ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮೊಯ್ಜೆನ್ ತ್ಯಾ ಲೊಕಾಕ್ನಿ ದೆವ್ ತುಮ್ಕಾ ಎಕ್ ಪ್ರವಾದಿ ದಿತಲೊ ಹಾಯ್ ತೊ ಪ್ರವಾದಿ ತುಮ್ಚ್ಯಾ ಸ್ವತಾಚ್ಯಾ ಲೊಕಾಂತ್ನಾಚ್ ಯೆತಾ, ತೊ ಮಾಜ್ಯಾ ನಮನಿಚ್ ರ್‍ಹಾತಾ ಮನುನ್ ಸಾಂಗ್ಲ್ಯಾನ್.