Acts 7:38 — Compare Translations
7 translations compared side by side
Odia - 1840
"ଏହି ମାଶାେ ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀ ରେ ଥିଲେ। ଯେଉଁ ସ୍ବର୍ଗଦୂତ ସୀନୟ ପର୍ବତ ରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହାଇେଥିଲେ, ସହେି ସ୍ବର୍ଗଦୂତ ଆମ୍ଭ ପିତୃପୁରୁଷ ମାଶାଙ୍କେ ସହିତ ଥିଲେ, ମାଶାେ ପରମେଶ୍ବରଙ୍କ ଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମାଶାେ ଆମ୍ଭମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ତଳୀ ମଧ୍ୟରେ ଥାଇ ସୀନୟ ପର୍ବତରେ ତାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ମୋଶା ମରୁପ୍ରାନ୍ତରରେ ଏକତ୍ରିତ ହୋଇଥିବା ଇଶ୍ରାୟେଲୀୟମାନଙ୍କ ସଙ୍ଗରେ ଥିଲେ। ସେ ସୀନୟ ପର୍ବତରେ ଆମ ପୂର୍ବପୁରୁଷମାନଙ୍କ ସହିତ ଓ ତାଙ୍କ ସହିତ କଥା କହିଥିବା ସ୍ୱର୍ଗଦୂତଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପରିବେଷଣ କରିବା ପାଇଁ ସେ ଈଶ୍ୱରଙ୍କଠାରୁ ଜୀବନ୍ତ ବାକ୍ୟ ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆ ಡಂಗ್ಳಿತ್ ಇಸ್ರಾಯೆಲ್ ಲೊಕಾಂಚೊ ತಾಂಡೊ ಗೊಳಾ ಹೊಲ್ಲ್ಯಾ ತನ್ನಾ ತೆಂಚ್ಯಾ ವಾಂಗ್ಡಾ ಹೊತ್ತೊ, ಪುರ್ವಜಾಂಚ್ಯಾ ವಾಂಗ್ಡಾ ಬೊಲಲ್ಯಾ ದೆವ್ ದುತಾಚ್ಯಾ ವಾಂಗ್ಡಾ ಹೊತ್ತೊ, ಅನಿ ತೆನಿ ದೆವಾಚಿ ಜಿವ್ ಹೊತ್ತಿ ಗೊಸ್ಟಿಯಾ ಅಮ್ಕಾ ದಿಲ್ಯಾನ್.