Acts 7:39 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସମାନେେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫରେି ୟିବାପାଇଁ ଇଚ୍ଛା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପିତୃପୁରୁଷମାନେ ତାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାଙ୍କୁ ଅଗ୍ରାହ୍ୟ କଲେ, ପୁଣି ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ଆମର ପୂର୍ବପୁରୁଷମାନେ ତାଙ୍କର ଅବାଧ୍ୟ ହେଲେ; ସେମାନେ ତାଙ୍କୁ ଉପେକ୍ଷା କରି ମିଶରକୁ ଫେରି ଯିବାକୁ ମନ ବଳାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପିତୃପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮೊಯ್ಜೆಚ್ಯಾ ಗೊಸ್ಟಿಯಾಕ್ನಿ ಮಾನುಕ್ ತ್ಯಾ ಲೊಕಾಕ್ನಿ ಮನ್ ನತ್ತೊ, ತೆನಿ ತೆಕಾ ಸೊಡುನ್ ಇಜಿಪ್ತಾಕ್ ಪರ್ತುನ್ ಪಳುನ್ ಜಾವ್ಚೆ ಮನುನ್ ಚಿಂತಲ್ಯಾನಿ.