Acts 7:4 — Compare Translations
7 translations compared side by side
Odia - 1840
"ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ଯାଗ କରି ହାରଣ ରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ଯୁ ପରେ ପରମେଶ୍ବର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭମାନେେ ବର୍ତ୍ତମାନ ରହୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ କଲ୍ଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି ତାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ, ସେଠାରୁ ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ଵର ତାଙ୍କୁ ଘେନିଆସିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ତାଙ୍କର ଦେଶ ଛାଡ଼ି ହାରାଣରେ ବାସ କରିବା ପାଇଁ ଗଲେ। ଅବ୍ରହାମଙ୍କ ପିତାଙ୍କ ମୃତ୍ୟୁ ପରେ ଆପଣମାନେ ବର୍ତ୍ତମାନ ଯେଉଁ ଦେଶରେ ବାସ କରୁଛନ୍ତି, ଈଶ୍ୱର ତାଙ୍କୁ ସେହି ଦେଶକୁ ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ୟାଗ କରି ହାରଣରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ୟୁ ପରେ ପରମେଶ୍ୱର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭେମାନେ ବର୍ତ୍ତମାନ ରହୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି,ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಖಾಲ್ದೆಯಾ ಮನ್ತಲೊ ದೆಶ್ ಸೊಡುನ್ ಹಾರಾನ್ ಮನ್ತಲ್ಯಾ ದೆಶ್ಯಾಕ್ ಜಾವ್ನ್ ವಸ್ತಿ ಹೊತ್ತೊ, ಅನಿ ತೆಜೊ ಬಾಬಾ ಮರಲ್ಲ್ಯಾ ಮಾನಾ ದೆವಾನ್ ತೆಕಾ ಅತ್ತಾ ತುಮಿ ಹೊತ್ಯಾ ಹ್ಯಾ ಜಾಗ್ಯಾಕ್ ಧಾಡ್ಲ್ಯಾನ್.