Acts 7:40 — Compare Translations
7 translations compared side by side
Odia - 1840
"ସମାନେେ ହାରୋଣଙ୍କୁ ଯାଇ କହିଲେ, 'ଆମ୍ଭମାନଙ୍କର ପଥ ଦଖାଇବୋ ପାଇଁ କେତେ ଜଣ ଦବେତାଙ୍କୁ ନିର୍ମାଣ କର। ଏହି ଯେଉଁ ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ'ଣ ହେଲା ଆମ୍ଭେ ଜାଣି ନାହୁଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ସେମାନେ ହାରୋଣକୁ କହିଲେ, ‘ଏବେ ଆମ୍ଭମାନଙ୍କୁ ବାଟ କଢ଼ାଇ ନେବା ପାଇଁ କେତେକ ଦେବତା ଗଢ଼ି ଦିଅ। ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଥିବା ସେହି ମୋଶା ଯେ କୁଆଡ଼େ ଗଲେ, ତାହା ଆମେ ଜାଣି ନାହୁଁ।’
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಆರೊನಾಕ್, ಮೊಯ್ಜೆನ್ ಅಮ್ಕಾ ಇಜಿಪ್ತ್ ದೆಶಾಕ್ನಾ ಬಲ್ವುನ್ ಹಾನ್ಲ್ಯಾನ್, ಖರೆ ತೆಕಾ ಕಾಯ್ ಹೊಲೆ ಮನುನ್ ಅಮ್ಕಾ ಗೊತ್ತ್ ನಾ, ತಸೆ ಹೊವ್ನ್ ಅಮ್ಚ್ಯಾ ಫಿಡೆ ಜಾವ್ಕ್, ಅನಿ ಅಮ್ಕಾ ಚಾಲ್ವುಕ್ ಥೊಡಿ ದೆವಾ ಕರುನ್ ದಿ ಮಟ್ಲ್ಯಾನಿ.