Acts 7:44 — Compare Translations

7 translations compared side by side

Odia - 1840
"ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ଯ ପ୍ରାନ୍ତର ରେ ଥିଲା। ପରମେଶ୍ବର ମାଶାଙ୍କେୁ ଗୋଟିଏ ନକ୍ସା ଦଖାଇେଲେ ଏବଂ ସେ ଦେଖିଥିବା ନକ୍ସା ଅନୁସାରେ ଗୋଟିଏ ସାକ୍ଷ୍ଯ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟତମ୍ଵୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶାନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟତମ୍ଵୁ ପାଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରାନ୍ତରରେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଈଶ୍ୱରଙ୍କ ସାନ୍ନିଧ୍ୟ ତମ୍ବୁ ଥିଲା। ଈଶ୍ୱର ମୋଶାଙ୍କୁ ଯେପରି ନିର୍ମାଣ କରିବାକୁ କହିଥିଲେ ଓ ମୋଶାଙ୍କୁ ଯେଉଁ ନମୁନା ଦେଖାଇଥିଲେ, ଏହା ସେହି ପ୍ରକାରେ ନିର୍ମିତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ୟ ପ୍ରାନ୍ତରରେ ଥିଲା। ପରମେଶ୍ୱର ମୋଶାଙ୍କୁ ଗୋଟିଏ ନ‌କ୍‌ସା ଦେଖାଇଲେ ଏବଂ ସେ ଦେଖିଥିବା ନ‌କ୍‌ସା ଅନୁସାରେ ଗୋଟିଏ ସାକ୍ଷ୍ୟ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಹಾಜಿರ್ ರ್‍ಹಾತಲೆ ಬಿರಾಡಾರುಚ್ ಅಮ್ಚ್ಯಾ ಪುರ್ವಜ್ ಲೊಕಾಂಚ್ಯಾ ವಾಂಗ್ಡಾ ಡಂಗ್ಳಿತ್ ಹೊತ್ತೆ, ಹೆ ಬಿಡಾರ್ ತಯಾರ್ ಕರ್‍ತಲೆ ಕಶೆ ಮನುನ್ ದೆವಾನ್ ಮೊಯ್ಜೆಕ್ ಸಾಂಗಲ್ಯಾನ್, ದೆವಾನ್ ಅಪ್ನಾಕ್ ದಾಕ್ವಲ್ಯಾ ಸಾರ್ಕೆಚ್ ತಯಾರ್ ಕರುಕ್ ಮೊಯ್ಜೆಕ್ ಸಾಂಗ್ಲ್ಯಾನ್.