Acts 7:48 — Compare Translations
7 translations compared side by side
Odia - 1840
"ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେ ପରାତ୍ପର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
“ତଥାପି ସର୍ବୋପରିସ୍ଥ ଈଶ୍ୱର ଲୋକମାନଙ୍କ ଦ୍ୱାରା ନିର୍ମିତ ଗୃହମାନଙ୍କରେ ବାସ କରନ୍ତି ନାହିଁ। ଏ ସମ୍ପର୍କରେ ଭାବବାଦୀ ଲେଖିଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସର୍ବୋପରିସ୍ଥ ପରମେଶ୍ୱର କୌଣସି ହାତ ତିଆରି ମନ୍ଦିରରେ ବାସ କରନ୍ତି ନାହିଁ। ଭବିଷ୍ୟଦ୍ବକ୍ତା ଏହିପରି ଲେଖନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେ ମହାନ ଈଶ୍ୱର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪ್ರವಾದಿನಿ ಸಾಂಗಲ್ಲ್ಯಾ ಸಾರ್ಕೆ ಸಗ್ಳ್ಯಾತ್ ಮೊಟೊ ದೆವ್ ಮಾನ್ಸಾನಿ ಅಪ್ಲ್ಯಾ ಹಾತಿನ್ ಬಾಂದಲ್ಯಾ ಘರಾತ್ನಿ ವಸ್ತಿ ರ್ಹಾಯ್ನಾ, ಮನುನ್ ಲಿವಲ್ಲೆ ಹಾಯ್: