Acts 7:51 — Compare Translations

7 translations compared side by side

Odia - 1840
"ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଶକ୍ତଗ୍ରୀବ, ପୁଣି ଅସୁନ୍ନତି ହୃଦୟ ଓ କର୍ଣ୍ଣବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷ-ମାନେ ଯେପରି, ଆପଣମାନେ ମଧ୍ୟ ସେହିପରି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ତିଫାନ ଆହୁରି କହିଲେ, “ତୁମ୍ଭେମାନେ କେଡ଼େ ଅବୋଧ୍ୟ। ତୁମ୍ଭମାନଙ୍କ ହୃଦୟ କେଡ଼େ ଅସୁନ୍ନତ। ଈଶ୍ୱରଙ୍କ ବାକ୍ୟ ପ୍ରତି ତୁମ୍ଭେମାନେ କେଡ଼େ ବଧିର! ତୁମ୍ଭେମାନେ ଠିକ୍ ତୁମ ପୂର୍ବପୁରୁଷମାନଙ୍କ ପରି: ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କ ବିରୁଦ୍ଧାଚରଣ କରିଛ!
Odia Bible ERV 2004 (ପବିତ୍ର ବାଇବଲ)
ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Odia IRV 2017 (ଓଡିଆ ବାଇବେଲ)
ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಪನಾನ್ ಅನಿಬಿ ಬೊಲುನ್, “ಮಂಡ್ ಮನಾಚ್ಯಾ ಲೊಕಾನು ತುಮಿ ತುಮ್ಚಿ ಮಾನಾ ದೆವಾಕ್ ದಿವ್ಕ್ ನ್ಯಾಸಿ, ಅನಿ ತೆಚ್ಯಾ ಗೊಸ್ಟಿಯಾಕ್ನಿ ಕಾನ್ ದಿವ್ಕ್ ನ್ಯಾಸಿ, ಪವಿತ್ರ್ ಆತ್ಮ್ಯಾಕ್ ಕನ್ನಾಬಿ ವಿರೊಧ್ ಹೊವ್ನ್ ಹಾಸಿ ತುಮ್ಚ್ಯಾ ಪುರ್ವಜ್ ಲೊಕಾನಿ ಬಿ ಅಸೆಚ್ ಕರ್‍ಲ್ಯಾನಿ, ಅನಿ ತುಮಿ ಬಿ ತೆಂಚ್ಯಾ ಸಾರ್ಕೆಚ್ ಹಾಸಿ!