Acts 7:52 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ଦ୍ୱାରା ଉତ୍ପୀଡ଼ିତ ନ ହୋଇଥିବା କୌଣସି ଭାବବାଦୀ ଅଛନ୍ତି କି? ଈଶ୍ୱରଙ୍କ ଯେଉଁ ବାର୍ତ୍ତାବହମାନେ ବହୁ ପୂର୍ବେ ତାଙ୍କ ପବିତ୍ର ଦାସଙ୍କ ଆଗମନ ବିଷୟରେ ଘୋଷଣା କରିଥିଲେ, ତୁମ ପୂର୍ବପୁରୁଷମାନେ ସେମାନଙ୍କୁ ହତ୍ୟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಪುರ್ವಜಾನಿ ತರಾಸ್ ದಿಸ್ತಾನಾ ಸೊಡಲೊ ಪ್ರವಾದಿ ಕೊನ್ ಹಾಯ್? ಅನಿ ತೆನಿ ತ್ಯಾ ನಿತಿವಂತಾಚ್ಯಾ ಯೆನ್ಯಾಚ್ಯಾ ಅದ್ದಿಚ್ ಬರಿ ಖಬರ್ ಸಾಂಗಲ್ಲ್ಯಾಕ್ನಿ ಜಿವ್ ಕಾಡ್ಲ್ಯಾನಿ.