Acts 7:53 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ଦୂତ ଦ୍ବାରା ମାଶାଙ୍କେୁ ଦିଆଯାଇଥିବା ବ୍ଯବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ଯ ହାଇନୋହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣମାନେ ଦୂତମାନଙ୍କ ଦ୍ଵାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁମ୍ଭେମାନେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ତାଙ୍କୁ ହତ୍ୟା କରିଛ। ତୁମ୍ଭେମାନେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ପ୍ରଦତ୍ତ ଈଶ୍ୱରଙ୍କ ବିଧିବିଧାନ ସବୁ ପାଇଛ - ତଥାପି ତାହା ପାଳନ କରି ନାହଁ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸರ್ಗಾತ್ಲ್ಯಾ ದೆವ್ ದುತಾಂಚ್ಯಾಕ್ನಾ ಖಾಯ್ದ್ಯಾಂಚೆ ಪುಸ್ತಕ್ ಘೆಟ್ಲ್ಯಾಶಿ ಖರೆ ತೆಕಾ ಮಾನುಕ್ನ್ಯಾಸಿ!”.