Acts 7:54 — Compare Translations

7 translations compared side by side

Odia - 1840
"ୟିହୁଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ ମଡ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ କଥା ଶୁଣି ସେମାନେ ମର୍ମାହତ ହେଲେ, ପୁଣି ତାଙ୍କ ପ୍ରତି ଦା; କଡ଼ମଡ଼ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାସଭାର ସଦସ୍ୟମାନେ ସ୍ତିଫାନଙ୍କ ଭାଷଣ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ, ତାଙ୍କ ପ୍ରତି ରାଗରେ ଦାନ୍ତ ରଗଡ଼ିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତିଫାନଙ୍କ ହତ୍ୟା ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಪನಾಚಿ ಬೊಲ್ನಿ ಆಯ್ಕುನ್ ಜುದೆವಾಂಚ್ಯಾ ಮುಖಂಡಾಕ್ನಿ ರಾಗ್ ಯೆವ್ನ್ ತೆನಿ ದಾತ್ ಹೊಟ್ ಚಾವ್ನ್ ಘೆವ್ಕ್ ಲಾಗೆಲೆ.