Acts 7:55 — Compare Translations
7 translations compared side by side
Odia - 1840
"କିନ୍ତୁ ସ୍ତିଫାନ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଆକାଶକୁ ଚାହିଁଲେ। ସଠାେରେ ସେ ପରମେଶ୍ବରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ବରଙ୍କ ଡାହାଣ ପଟେ ଠିଆ ହବୋର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ଵର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ଵରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ସ୍ୱର୍ଗଆଡ଼େ ଦୃଷ୍ଟିପାତ କଲେ ଏବଂ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇଥିବାର ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸ್ತೆಪೆನ್ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲೊ ಹೊತ್ತೊ, ತೆನೆ ಮಳ್ಬಾಕ್ಡೆ ಡೊಳೆ ಉಕ್ಲುನ್ ದೆವಾಚಿ ಮಹಿಮಾ ಅನಿ ಜೆಜು ದೆವಾಚ್ಯಾ ಉಜ್ಜ್ಯಾ ಬಾಜುನ್ ಇಬೆ ಹೊತ್ತೆ ಬಗಟ್ಲ್ಯಾನ್.