Acts 7:56 — Compare Translations

7 translations compared side by side

Odia - 1840
"ସ୍ତିଫାନ କହିଲେ, ଦେଖ, ମୁଁ ସ୍ବର୍ଗକୁ ଖାେଲା ଅବସ୍ଥା ରେ ଓ ପରମେଶ୍ବରଙ୍କ ଡାହାଣ ପଟେ ମନୁଷ୍ଯପୁତ୍ରଙ୍କୁ ଠିଆ ହବୋର ଦେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ଦେଖ, ମୁଁ ସ୍ୱର୍ଗ ଉନ୍ମୁକ୍ତ ହେବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉଭା ହୋଇଥିବା ଦେଖୁଛି!”
Odia Bible ERV 2004 (ପବିତ୍ର ବାଇବଲ)
ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಹೆಬಕ್, ಸರ್ಗ್‍ ಉಗಡಲ್ಲೆ ಅನಿ ಮಾನ್ಸಾಚೊ ಲೆಕ್ ದೆವಾಚ್ಯಾ ಉಜ್ಜ್ಯಾ ಬಾಜುಕ್ ಇಬ್ಬೆ ಹೊತ್ತ್ಯೆ ಮಿಯಾ ಬಗುಲ್ಲಾ!” ಮನುನ್ ಸಾಂಗಲಾನ್.