Acts 7:58 — Compare Translations
7 translations compared side by side
Odia - 1840
"ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସହର ବାହାରକୁ ତାଙ୍କୁ ଟାଣି ନେଇ, ତାଙ୍କ ଉପରେ ପଥର ଫିଙ୍ଗି ମାରିଦେଲେ। ମିଥ୍ୟା ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ଜିମାରେ ସେମାନଙ୍କ ପୋଷାକସବୁ ଛାଡ଼ି ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಶಾರಾತ್ನಾ ಭಾಯ್ರ್ ವಡುನ್ ನೆವ್ನ್, ತೊ ಮರಿ ಪತರ್ ಬಿ ತೆಚ್ಯಾ ವೈರ್ ಗುಂಡೆ ಟಾಕ್ಲ್ಯಾನಿ ಸ್ತೆಪನಾಕ್ ವಿರೊಧ್ ಹೊವ್ನ್ ಸಾಕ್ಷಿ ಸಾಂಗಲ್ಲ್ಯಾ ಲೊಕಾನಿ, ಅಪ್ಲಿ ವೈಲಿ ಅಂಗಿಯಾ ಕಾಡುನ್ ಸಾವ್ಲು ಮನ್ತಲ್ಯಾ ದಾಂಡ್ಗ್ಯಾ ಮಾನ್ಸಾಚ್ಯಾ ಪಾಂಯಾತ್ನಿ ಥವ್ಲ್ಯಾನಿ,