Acts 7:59 — Compare Translations

7 translations compared side by side

Odia - 1840
"ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମାେ ଆତ୍ମାକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସ୍ତିଫାନଙ୍କ ଉପରେ ପଥର ଫିଙ୍ଗୁଥିବା ସମୟରେ ସେ ପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ପ୍ରଭୁ ଯୀଶୁ, ମୋର ଆତ୍ମାକୁ ଗ୍ରହଣ କର!”
Odia Bible ERV 2004 (ପବିତ୍ର ବାଇବଲ)
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಪನಾಕ್ ಗುಂಡೆ ಟಾಕ್ಲ್ಯಾನಿ ಖರೆ ಸ್ತೆಪನಾನ್ ಮಾಗ್ನಿ ಕರುನ್ಗೆತ್, “ಧನಿಯಾ ಜೆಜು, ಮಾಜೊ ಆತ್ಮೊ ತುಜ್ಯಾಕ್ಡೆ ಘೆ!” ಮಟ್ಲ್ಯಾನ್.