Acts 7:60 — Compare Translations

7 translations compared side by side

Odia - 1840
"ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆଣ୍ଠୁମାଡ଼ି ଉଚ୍ଚ ସ୍ୱରରେ କହିଲେ, “ପ୍ରଭୁ! ଏମାନଙ୍କ ବିରୁଦ୍ଧରେ ଏହି ପାପ ସ୍ମରଣ କର ନାହିଁ।” ଏହା କହି ସେ ପ୍ରାଣତ୍ୟାଗ କଲେ। ସ୍ତିଫାନଙ୍କ ପ୍ରାଣଦଣ୍ଡକୁ ଶାଉଲ ଅନୁମୋଦନ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋ‌ର୍‌‌ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା (ମୃତ୍ୟୁ) ପ୍ରାପ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಡಿಂಬಿಯಾರ್ನಿ ಇಬೆ ರ್‍ಹಾವ್ನ್, “ಧನಿಯಾ, ಹ್ಯೊ ಪಾಪ್ ಹೆಂಚ್ಯಾ ವೈರ್ ಘಾಲು ನಕ್ಕೊ!” ಮನುನ್ ಮೊಟ್ಯಾ ಧನಾನ್ ಸಾಂಗುನ್ಗೆತ್ ಜಿಂವ್ ಸೊಡ್ಲ್ಯಾನ್.