Acts 7:8 — Compare Translations

7 translations compared side by side

Odia - 1840
"ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାଙ୍କୁ ସୁନ୍ନତବିଧି ପ୍ରଦାନ କଲେ, ପୁଣି ତଦନୁସାରେ ଅବ୍ରହାମ ଯିସ୍‍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାଙ୍କୁ ସୁନ୍ନତ କଲେ; ଯିସ୍‍ହାକ ଯାକୁବଙ୍କୁ, ପୁଣି ଯାକୁବ ଦ୍ଵାଦଶ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଈଶ୍ୱର ଅବ୍ରହାମଙ୍କ ସହିତ ଚୁକ୍ତି ଚିହ୍ନ ସ୍ୱରୂପ ସୁନ୍ନତ ବିଧି ସ୍ଥାପନ କଲେ। ତେଣୁ ତାଙ୍କ ପୁତ୍ର ଇସ୍ହାକଙ୍କ ଜନ୍ମର ଏକ ସପ୍ତାହ ପରେ ଅବ୍ରହାମ ତାଙ୍କୁ ସୁନ୍ନତ କଲେ; ଇସ୍ହାକ ତାଙ୍କ ପୁତ୍ର ଯାକୁବଙ୍କୁ ଓ ଯାକୁବ ତାଙ୍କ ବାର ପୁତ୍ର ତଥା ଆମ ଜାତିର ବିଖ୍ୟାତ ପୂର୍ବପୁରୁଷମାନଙ୍କୁ ସୁନ୍ନତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇ‌ସ୍‌ହାକଙ୍କର ପିତା ହେଲେ। ଇ‌ସ୍‌ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇ‌ସ୍‌ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ದೆವಾನ್ ಅಬ್ರಾಹಾಮಾಚ್ಯಾ ವಾಂಗ್ಡಾ ಎಕ್ ಕರಾರ್ ಕರುನ್ ಘೆಟ್ಲ್ಯಾನ್, ತ್ಯಾ ಕರಾರಾಚಿ ವಳಕ್‍ ಸುನ್ನತ್ ಕರ್‍ತಲೆ, ತಸೆ ಹೊವ್ನ್ ತೆನಿ ಲೆಕಾಕ್ ಆಟ್ವ್ಯಾ ದಿಸಾಕ್ ಸುನ್ನತ್ ಕರಸ್ಲ್ಯಾನ್, ಇಸಾಕಾನ್ಬಿ ಅಪ್ಲೊ ಲೆಕ್ ಜಾಕೊಬಾಕ್ ಸುನ್ನತ್ ಕರಸ್ಲ್ಯಾನ್, ಅನಿ ಜಾಕೊಬಾನ್ ಅಮ್ಚಿ ಪುರ್ವಜ್ ಲೊಕಾ ಹೊವ್ನ್ ಹೊತ್ಯಾ ಅಪ್ಲ್ಯಾ ಬಾರಾ ಲೆಕಾಕ್ನಿಬಿ ಸುನ್ನತ್ ಕರಸ್ಲ್ಯಾನ್.