Acts 7:9 — Compare Translations
7 translations compared side by side
Odia - 1840
" ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ଵର ତାଙ୍କ ସହିତ ଥିଲେ⇧,
Odia BSI (ପବିତ୍ର ବାଇବଲ (CL) NT (BSI))
“ଯାକୁବଙ୍କର ପୁତ୍ରମାନେ ସେମାନଙ୍କର ଭାଇ ଯୋସେଫ ପ୍ରତି ଈର୍ଷାନ୍ୱିତ ହୋଇ ତାଙ୍କୁ ମିସର ଦେଶରେ କ୍ରୀତଦାସ ରୂପେ ବିକ୍ରୀ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬಾಚ್ಯಾ ಲೆಕಾನಿ ಅಪ್ಲೊ ಧಾಕ್ಲೊ ಭಾವ್ ಜುಜೆಕ್ ಕುಸ್ಡೆಪಾನಾನ್ ಇಜಿಪ್ತ್ ದೆಶಾಕ್ ಇಕುನ್ ಸೊಡ್ಲ್ಯಾನಿ, ಖರೆ ಥೈ ದೆವ್ ತೆಚ್ಯಾ ವಾಂಗ್ಡಾ ಹೊತ್ತೊ.