Acts 8:10 — Compare Translations

7 translations compared side by side

Odia - 1840
"ତେଣୁ ସାନ ଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଶିମାନଙ୍କେ ପ୍ରତି ଧ୍ଯାନ ଦେଲେ। ଲୋକେ କହିଲେ, ଏହି ଲୋକଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଯାହାକୁ କି 'ମହାନ ଶକ୍ତି' ବୋଲି କୁହାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜକୁ ଜଣେ ମହାପୁରୁଷ ବୋଲି କହି ସମାଜର ସବୁ ଶ୍ରେଣୀର ଲୋକମାନଙ୍କ ମଧ୍ୟରେ ମାନ୍ୟାସ୍ପଦ ହୋଇଥିଲା। ସେମାନେ କହୁଥିଲେ, “ସେ ‘ମହାଶକ୍ତି’ ନାମରେ ଅଭିହିତ ଈଶ୍ୱରଙ୍କର ଏକ ଶକ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾನಿ ಮಟ್ಲ್ಯಾರ್ ಬಾರಿಕ್ಲ್ಯಾಂಚ್ಯಾಕ್ನಾ ಮೊಟ್ಯಾಂಚ್ಯಾ ಪತರ್ ಸಗ್ಳೆಬಿ ತೆಕಾ ಲೈ ಬಳ್ ಹಾಯ್ ಮನುನ್ ಸಾಂಗಿತ್.