Acts 8:11 — Compare Translations

7 translations compared side by side

Odia - 1840
"ଶିମାନେ ଲୋକମାନଙ୍କୁ ବହୁତ ସମୟ ପର୍ୟ୍ଯନ୍ତ ଯାଦୁ ବିଦ୍ଯା ରେ ମୁଗ୍ଧ କରିପାରୁଥିବା କଥା ସମସ୍ତେ ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଗୁଣି ବିଦ୍ୟା ବଳରେ ଅନେକ ଦିନ ଧରି ସେ ଶମିରୋଣୀୟମାନଙ୍କୁ ତା’ର ଅନୁଗତ କରି ରଖିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁ‌ଗ୍‌ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ಲ್ಯಾ ಮೊಡಿ ಮಂತ್ರಾತ್ನಿ ಲೈ ಯೆಳಾಸ್ನಾ ಲೊಕಾಕ್ನಿ ವಿಸ್ಮಿತ್ ಕರುನ್ ಥವಲ್ಯಾ ಸಾಟ್ನಿ ಸಗ್ಳಿ ಲೊಕಾ ತೆಚಿ ಗೊಸ್ಟಿಯಾ ಮಾನಿತ್.