Acts 8:12 — Compare Translations
7 translations compared side by side
Odia - 1840
"କିନ୍ତୁ ଯେତବେେଳେ ସମାନେେ ଫିଲିପ୍ପଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଓ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତବେେଳେ ସମାନେେ ଫିଲିପ୍ପଙ୍କ କଥା ରେ ବିଶ୍ବାସ କରି ବାପ୍ତିଜିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଫିଲିପ୍ପଙ୍କଠାରୁ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭବାର୍ତ୍ତା ଶୁଣି, ସେଥିପ୍ରତି ଲୋକମାନଙ୍କର ବିଶ୍ୱାସ ଜାତ ହେଲା ଓ ସେ ଅଞ୍ଚଳର ସ୍ତ୍ରୀ ପୁରୁଷ ସମସ୍ତେ ଜଳଦୀକ୍ଷା ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ସେମାନେ ଫିଲିପ୍ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲିପ୍ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫಿಲಿಪ್ಪಾನ್ ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಅನಿ ಜೆಜು ಕ್ರಿಸ್ತಾಚ್ಯಾ ತಾಕ್ತಿಚ್ಯಾ ವಿಶಯಾತ್ ಲೊಕಾಕ್ನಿ ಬರಿ ಖಬರ್ ಸಾಂಗ್ಲ್ಯಾನ್ ಘೊಮ್ಸಾನಿ, ಅನಿ ಬಾಯ್ಕೊ ಮಾನ್ಸಾನಿ ಪಿಲಿಪಾನ್ ಸಾಂಗಲ್ಯಾಕ್ ವಿಶ್ವಾಸ್ ಕರ್ಲ್ಯಾನಿ, ಅನಿ ಬಾಲ್ತಿಮ್ ಕರುನ್ ಘೆಟ್ಲ್ಯಾನಿ.