Acts 8:13 — Compare Translations
7 translations compared side by side
Odia - 1840
"ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱୟଂ ଶିମୋନ ସେହି ବାର୍ତ୍ତାରେ ବିଶ୍ୱାସ କଲା। ଫିଲିପ୍ପଙ୍କ ଦ୍ୱାରା ସାଧିତ ଆଶ୍ଚର୍ଯ୍ୟ କର୍ମ ଓ ଅଲୌକିକ କାର୍ଯ୍ୟସବୁ ଦେଖି ସେ ଜଳଦୀକ୍ଷା ଗ୍ରହଣ କରି ଫିଲିପ୍ପଙ୍କ ସଙ୍ଗେ ସଙ୍ଗେ ରହିଲା।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ವತಾ ಸಿಮಾಂವಾನ್ಬಿ ವಿಶ್ವಾಸ್ ಕರ್ಲ್ಯಾನ್, ಅನಿ ಬಾಲ್ತಿಮ್ ಘೆಟ್ಲ್ಯಾನ್, ಅನಿ ಸಿಮಾವ್ ಪಿಲಿಪಾಚ್ಯಾ ಜಗ್ಗೊಳುಚ್ ರ್ಹಾಯ್, ಫಿಲಿಪಾನ್ ಕರಲಿ ಆಜಾಪಾಚಿ ಕಾಮಾ ಬಗುನ್ ಸಿಮಾವ್ ಲೈ ವಿಸ್ಮಿತ್ ಹೊಯ್.