Acts 8:14 — Compare Translations
7 translations compared side by side
Odia - 1840
"ପ୍ ରରେିତମାନେ ୟିରୂଶାଲମ ରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ବରଙ୍କ ବାକ୍ଯ ଗ୍ରହଣ କରିଛନ୍ତି। ତେଣୁ ସମାନେେ ପିତର ଓ ଯୋହନଙ୍କୁ ସମାନଙ୍କେ ପାଖକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶମିରୋଣର ଲୋକମାନେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି ବୋଲି ଯିରୂଶାଲମରେ ଥିବା ପ୍ରେରିତ ଶିଷ୍ୟମାନେ ଶୁଣି, ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾ ಅಜುನ್ ಜೆರುಜಲೆಮಾತ್ ರಾತಾನಾ ಸರ್ಮಾಯಾ ಮನ್ತಲ್ಯಾ ಗಾಂವಾತ್ಲ್ಯಾ ಲೊಕಾನಿ ದೆವಾಚಿ ಗೊಸ್ಟಿಯಾ ಸ್ವಿಕಾರ್ ಕರುನ್ ಘೆಟ್ಲ್ಯಾನಿ ಮನ್ತಲೆ ಆಯ್ಕಲ್ಯಾ ತನ್ನಾ ತೆನಿ ಪೆದ್ರುಕ್, ಅನಿ ಜುವಾಂವಾಕ್ ತ್ಯಾ ಲೊಕಾಂಚ್ಯಾ ಜಗ್ಗೊಳ್ ಧಾಡುನ್ ದಿಲ್ಯಾನಿ.