Acts 8:16 — Compare Translations

7 translations compared side by side

Odia - 1840
"ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେ ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରୁ କାହାରି ଉପରେ ପବିତ୍ରଆତ୍ମା ଅବତରଣ କରି ନ ଥିଲେ। ସେମାନେ କେବଳ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಲೊಕಾನಿ ಧನಿಯಾ ಜೆಜುಚ್ಯಾ ನಾವಾನ್ ಬಾಲ್ತಿಮ್ ಕರುನ್ ಘೆಟಲ್ಯಾನಿ, ಖರೆ ತಾಂಚ್ಯಾತ್ಲ್ಯಾ ಕೊನಾಚ್ಯಾ ವೈರಬಿ ಪವಿತ್ರ್ ಆತ್ಮೊ ಯೆವ್ಕ್ ನಸಲ್ಲೊ ತಸೆ ಹೊವ್ನ್,