Acts 8:18 — Compare Translations

7 translations compared side by side

Odia - 1840
"ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ଦେଖିଲା ଯେ, ପ୍ରେରିତ ଶିଷ୍ୟମାନେ ବିଶ୍ୱାସୀମାନଙ୍କ ଉପରେ ହାତ ରଖିବାରୁ ସେମାନେ ପବିତ୍ରଆତ୍ମା ପାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
Odia IRV 2017 (ଓଡିଆ ବାଇବେଲ)
ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಅನಿ ಜುವಾಂವಾನ್ ಹಾತಾ ಥವಲ್ಲ್ಯಾ ತನ್ನಾ ಲೊಕಾಕ್ನಿ ಪವಿತ್ರ್ ಆತ್ಮೊ ಗಾವ್ಕ್ಲಾಗಲೆ ಸಿಮಾವಾನ್ ಬಗ್ಲ್ಯಾನ್, ತಸೆ ಹೊವ್ನ್ ತೆನಿ ಅಪೊಸ್ತಲಾಕ್ನಿ ಪೈಸೆ ದಿಲ್ಯಾನ್,