Acts 8:21 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಕಾಮಾತ್ನಿ ತಿಯಾ ಅಮ್ಚ್ಯಾ ವಾಂಗ್ಡಾ ವಾಟೊ ಅನಿ ಭಾಗ್ ಘೆವ್ಕ್ ಹೊಯ್ನಾ, ತುಜೊ ಮನ್ ದೆವಾಚ್ಯಾ ಫಿಡೆ ಸಮಾನಾ.