Acts 8:22 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମର ଏହି ମନ୍ଦ ପରିକଳ୍ପନା ପାଇଁ ଅନୁତାପ କର, ଏପରି ବିଷୟ ଚିନ୍ତା କରିଥିବାରୁ ପ୍ରଭୁ ଯେପରି କ୍ଷମା କରିବେ, ସେଥିପାଇଁ ପ୍ରଭୁଙ୍କୁ ପ୍ରାର୍ଥନା କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಜೊ ಮನ್ ಬದ್ಲುನ್ ಘೆ! ತಿಯಾ ಕರಲಿ ಬುರ್ಶಿ ಕಾಮಾ ಸೊಡುನ್ ದೆವಾಕ್ಡೆ ಪರತ್, ಧನಿಯಾಕ್ಡೆ ಮಾಗ್ನಿ ಕರ ತಿಯಾ ಅಸ್ಲಿ ಯವ್ಜನ್ ಕರಲ್ಯಾಕ್ ತೊ ತುಕಾ ಮಾಪಿ ಕರ್ಲ್ಯಾರ್ ಬಿ ಕರ್‍ತಲೊ.