Acts 8:24 — Compare Translations
7 translations compared side by side
Odia - 1840
"ଶିମାନେ ଉତ୍ତର ଦଲୋ, ତୁମ୍ଭେ କହିଥିବା କୌଣସି କଥା ଯେପରି ମାେ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁ ହେଁ ମାେ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ସେମାନଙ୍କୁ କହିଲା, “ଆପଣମାନେ ଯାହା ସବୁ କହିଲେ, ତାହା ଯେପରି ମୋ’ ପ୍ରତି ନ ଘଟେ, ଏଥିପାଇଁ ଅନୁଗ୍ରହ କରି ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಿಮಾವಾನ್ ಮಾಜ್ಯಾ ಸಾಟ್ನಿ ತುಮಿ ದೊಗೆಬಿ ಧನಿಯಾಕ್ಡೆ ತುಮಿ ಸಾಂಗಲ್ಲ್ಯಾ ಸಂಗ್ತಿಯಾತ್ನಿ ಎಕ್ಬಿ ಮಾಕಾ ಹೊವ್ಕ್ ನ್ಹಯ್ ಸಾರ್ಕೆ ಮಾಗ್ನಿ ಕರಾ! ಮಟ್ಲ್ಯಾನ್.