Acts 8:25 — Compare Translations

7 translations compared side by side

Odia - 1840
"ପ୍ ରରେିତମାନେ ଶମିରୋଣର ଅନକେ ଗ୍ରାମ ରେ ଶୁଭସମାଚ଼ାର କହି ୟିରୂଶାଲମକୁ ଫରେିଗଲେ। ସମାନେେ ଫରେିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମ ରେ ସୁସମାଚ଼ାର ପ୍ରଚ଼ାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାକ୍ଷ୍ୟଦାନ ଓ ପ୍ରଭୁଙ୍କ ସମ୍ବାଦ ଘୋଷଣା କରିବା ପରେ ପିତର ଓ ଯୋହନ ଯିରୂଶାଲମକୁ ଫେରିଗଲେ। ଫେରିବା ପଥରେ ସେମାନେ ଶମିରୋଣର ଅନେକ ଗ୍ରାମରେ ଶୁଭବାର୍ତ୍ତା ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମ ସହରକୁ ବାହୁଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ಪೆದ್ರು ಅನಿ ಜುವಾಂವಾಕ್ ಅಪ್ನಿ ಆಯ್ಕಲ್ಲಿ ಜೆಜುಚಿ ಖಬರ್ ಸಗ್ಳ್ಯಾ ಲೊಕಾಕ್ನಿ ಕಳ್ವುಲ್ಯಾನಿ, ತೆನಿ ಲೊಕಾಕ್ನಿ ಧನಿಯಾಚಿ ಬರಿ ಖಬರ್ ಸಾಂಗುನ್, ಮಾನಾ ಜೆರುಜಲೆಮಾಕ್ ಜಾತಾನಾ ವಾಟೆರ್ ಸಮಾರ್ಯಾತ್ಲಾ ಲೈ ಗಾಂವಾಕ್ನಿ ಜಾವ್ಕ್ ಲೊಕಾಕ್ನಿ ದೆವಾಚಿ ಬರಿ ಖಬರ್ ಸಾಂಗ್ಲ್ಯಾನಿ.