Acts 8:26 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଫିଲିପ୍ପଙ୍କୁ କହିଲେ, ପ୍ରସ୍ତୁତ ହୁଅ। ୟିରୁଶାଲମରୁ ମରୁଭୂମି ଦଇେ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସହେି ରାସ୍ତା ରେ ଯାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କର ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ, ଦକ୍ଷିଣରେ ଯିରୂଶାଲମରୁ ଗାଜା ଆଡ଼କୁ ପଡ଼ିଥିବା ରାସ୍ତାକୁ ଯାଅ।” (ଆଜିକାଲି ଏହି ରାସ୍ତା ଆଉ ବ୍ୟବହୃତ ହେଉନାହିଁ।) ଫିଲିପ୍ପ ପ୍ରସ୍ତୁତ ହୋଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲିପ୍ପଙ୍କର ଇଥିଓପିଆରୁ ଆସିଥିବା ଲୋକଙ୍କୁ ଶିକ୍ଷା ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
Odia IRV 2017 (ଓଡିଆ ବାଇବେଲ)
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ದೆವ್ ದುತಾನ್ ಫಿಲಿಪಾಕ್, ತಿಯಾ ಉಟುನ್ ತಯಾರ್ ಹೊವ್ನ್ ದಕ್ಷಿನಾಚ್ಯಾ ಭಾಜುಕ್ ಮಟ್ಲ್ಯಾರ್, ಜೆರುಜಲೆಮಾಕ್ನಾ ಗಾಜ್ಯಾಕ್ ಜಾತಲ್ಯಾ ಡಂಗ್ಳಿಚ್ಯಾ ವಾಟೆಕ್ಡೆ ಜಾ ಮಟ್ಲ್ಯಾನ್.