Acts 8:28 — Compare Translations

6 translations compared side by side

Odia - 1840
"ସେ ରଥରେ ବସି ଫରେିବା ସମୟରେ ଭାବବାଦୀ ୟିଶାଇୟଙ୍କର ପୁସ୍ତକରୁ ପଢ଼ୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ରଥରେ ବସି ଫେରିବା ସମୟରେ ଭାବବାଦୀ ଯିଶାଇୟଙ୍କର ପୁସ୍ତକରୁ ପ‌ଢୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಪ್ಲ್ಯಾ ರಥಾತ್ ಬಸುನ್ ಯೆಶಾಯಾಚೆ ಪುಸ್ತಕ್ ವಾಚುನ್ಗೆತ್ ಅಪ್ಲ್ಯಾ ಘರಾಕ್ಡೆ ಪರ್ತುನ್ ಜಾವ್‍ಲಾಗಲೊ.