Acts 8:29 — Compare Translations

7 translations compared side by side

Odia - 1840
"ସେତବେେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ତୁମ୍ଭେ ସେ ରଥ ପାଖକୁ ଯାଇ ସଠାେରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ସେହି ରଥ ପାଖକୁ ଯାଅ ଓ ତାହାର ନିକଟରେ ରୁହ।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପବିତ୍ରଆତ୍ମା ଫିଲି‌ପ୍‌ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮ್ಯಾನ್ ಫಿಲಿಪಾಕ್ “ರಥಾಕ್ಡೆ ಜಾವ್ನ್ ತೆಚ್ಯಾ ಜಗ್ಗೊಳ್ ರಾ” ಮಟ್ಲ್ಯಾನ್.