Acts 8:3 — Compare Translations
6 translations compared side by side
Odia - 1840
"କିନ୍ତୁ ଶାଉଲ ଘ ରେ ଘ ରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାର ରେ ରଖିଲେ ଓ ମଣ୍ଡଳୀ ଧ୍ବଂସ କରିବା ପାଇଁ ଚେଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶାଉଲ ମଣ୍ଡଳୀକୁ ଧ୍ୱଂସ କରିବାକୁ ଚେଷ୍ଟା କଲେ, ଘର ଘରକୁ ଯାଇ ଖ୍ରୀଷ୍ଟ ବିଶ୍ୱାସୀ ପୁରୁଷ, ସ୍ତ୍ରୀ ସମସ୍ତଙ୍କୁ ଟାଣି ଆଣି କାରାଗାରରେ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଶାଉଲ ଘରେ ଘରେ ପଶି ବିଶ୍ୱାସୀ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ନିକ୍ଷେପ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಾವ್ಲಾನ್ ದೆವಾಚ್ಯಾ ಲೊಕಾಂಚೆ ತಾಂಡೆ ಹಾಳ್ ಕರುಕ್ ಚಾಲುಕರ್ಲ್ಯಾನ್, ಹರ್ ಎಕ್ ಘರಾತ್ನಿಬಿ ಗುಸುನ್ ಘವ್ ಮಾನ್ಸಾಕ್ನಿ, ಅನಿ ಬಾಯ್ಕಾ ಮಾನ್ಸಾಕ್ನಿ ಸಗ್ಳ್ಯಾಕ್ನಿಬಿ ಭಾಯ್ರ್ ವಡುನ್ ಬಂದಿಖಾನ್ಯಾತ್ ಘಾಟ್ಲ್ಯಾನ್.