Acts 8:30 — Compare Translations

7 translations compared side by side

Odia - 1840
"ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ୟିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଯାହା ପଢ଼ୁଛ, ତାହା କ'ଣ ବୁଝିପାରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ପ ଦୌଡ଼ି ଦୌଡ଼ି ଗଲେ ଓ ସେହି କର୍ମଚାରୀଙ୍କୁ ଭାବବାଦୀଙ୍କ ପୁସ୍ତକ ପାଠ କରୁଥିବା ଶୁଣିଲେ। ସେ ତାଙ୍କୁ ପଚାରିଲେ, “ଆପଣ ଯାହା ପଢ଼ୁଛନ୍ତି, ତାହା ବୁଝିପାରୁଛନ୍ତି କି?”
Odia Bible ERV 2004 (ପବିତ୍ର ବାଇବଲ)
ଫିଲି‌ପ୍‌ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಗಲ್ಲ್ಯಾ ಸಾರ್ಕೆಚ್ ಫಿಲಿಪ್ ರಥಾಚ್ಯಾ ಜಗ್ಗೊಳ್ ಗೆಲೊ, ತೊ ಮಾನುಸ್ ವಾಚುಲಾಗಲೆ ಯೆಶಾಯಾಚೆ ಪ್ರವಾದನ್ ಪುಸ್ತಕ್ ಫಿಲಿಪಾಕ್‍ಬಿ ಆಯ್ಕಲೆ, ತನ್ನಾ ಫಿಲಿಪಾನ್ ತೆಕಾ ತಿಯಾ ವಾಚುಲಾಗಲೆ ತುಕಾ ಅರ್ತ್‍ ಹೊವ್ಲಾ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್.