Acts 8:31 — Compare Translations

7 translations compared side by side

Odia - 1840
"ସେ ନଫୁସକ କହିଲେ, ଯଦି କହେି ଏହା ବୁଝିବାକୁ ସାହାୟ୍ଯ କରିବେ ନାହିଁ, ତବେେ ମୁଁ ଏହା କିପରି ବୁଝିବି? ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚ଼ଢ଼ି ନିଜ ପାଖ ରେ ବସିବାପାଇଁ ଅନୁ ରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମଚାରୀ ଉତ୍ତର ଦେଲେ, “କାରଣ କେହି ମୋତେ ଏହା ବୁଝାଇ ନ ଦେଲେ, ମୁଁ କିପରି ବୁଝିପାରିବି?” ତାଙ୍କ ସହିତ ରଥରେ ବସିବା ପାଇଁ ସେ ଫିଲିପ୍ପଙ୍କୁ ନିମନ୍ତ୍ରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲି‌ପ୍‌ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಅಧಿಕಾರಿನ್ ಮಿಯಾ ಕಶೆ ಅರ್ಥ್ ಕರುನ್ ಘೆವ್ಕ್ ಹೊತಾ? ಕೊನ್ ತರಿಬಿ ದುಸ್ರ್ಯಾನಿ ಹೆ ಮಾಕಾ ಕಳ್ವುಚೆ! ಮನುನ್ ಜವಾಬ್ ದಿಲ್ಯಾನ್, ಅನಿ ಅಪ್ನಾಚ್ಯಾ ವಾಂಗ್ಡಾ ರಥಾತ್ ಚಡುನ್ ಬಸ್ ಮನುನ್ ಫಿಲಿಪಾಕ್ ಬಲ್ವುಲ್ಯಾನ್.