Acts 8:32 — Compare Translations

7 translations compared side by side

Odia - 1840
"ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଧର୍ମ ଶାସ୍ତ୍ରର ଏହି ଅଂଶଟି ପାଠ କରୁଥିଲେ: “ନିହତ ହେବା ନିମନ୍ତେ ନିଆଯାଉଥିବା ମେଷତୁଲ୍ୟ, ଲୋମ ଛେଦନ ସମୟରେ, ନୀରବ ମେଷ ତୁଲ୍ୟ, ସେ ପଦଟିଏ ହେଲେ କଥା କହିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା: “ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା। ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁ‌ପ୍‌ହୋଇ ଠିଆ ହୁଏ, ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ವಾಚುಲಾಗಲ್ಯಾ ಪವಿತ್ರ್ ಪುಸ್ತಕಾಚೊ ಭಾಗ್ ಖಲೊ ಮಟ್ಲ್ಯಾರ್: ತೊಡ್ತಲ್ಯಾ ಜಾಗ್ಯಾಕ್ ನ್ಹೆಲ್ಲ್ಯಾ ಬಕ್ರ್ಯಾ ಸಾರ್ಕೊ ತೊ ಹೊತ್ತೊ, ಅಪ್ಲಿ ಕೆಸಾ ಕಾಪುಲಾಗಲ್ಯಾಚ್ಯಾ ಫಿಡ್ಯಾತ್ ಗಪ್ ಇಬೆ ಹೊತ್ತ್ಯಾ ಬಕ್ರ್ಯಾ ಸಾರ್ಕೊ ತೊ ಹೊತ್ತೊ, ತೆನಿ ಎಕ್ ಶಬ್ದ್ ಸೈತ್ ಬೊಲುಕ್ನಾ.