Acts 8:33 — Compare Translations

7 translations compared side by side

Odia - 1840
"ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା। ଏହି ପୃଥିବୀ ରେ ତାହାଙ୍କର ଜୀବନକାଳ ଶଷେ ହେଲା। କିଏ ତାହାଙ୍କ ବଂଶ ବିଷୟ ରେ କଥାବାର୍ତ୍ତା କରିବ?ୟିଶାଇୟ 53:7-8"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଅପମାନିତ ହେଲେ ଓ ନ୍ୟାୟରୁ ବଞ୍ଚିତ ହେଲେ। ତାଙ୍କ ବଂଶଧରମାନଙ୍କ ବିଷୟରେ କେହି କିଛି କହିପାରିବେ ନାହିଁ, କାରଣ ପୃଥିବୀରେ ତାଙ୍କ ଜୀବନର ସମାପ୍ତି ଘଟିଛି।”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା। ଏହି ପୃଥିବୀରେ ତାହାଙ୍କର ଜୀବନକାଳ ଶେଷ ହେଲା। କିଏ ତାହାଙ୍କ ବଂଶ ବିଷୟରେ କଥାବାର୍ତ୍ତା କରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಾನುನ್ ಘೆಟಲ್ಯಾ ಸಾಟ್ನಿ ತೆಕಾ ನ್ಯಾಯ್ ಗಾವ್ಕನಾ ತೆಚ್ಯಾ ಪುರ್ವಜಾಂಚ್ಯಾ ವಿಶಯಾತ್ ಸಾಂಗುಕ್ ಕೊನಾಕ್ಬಿ ಬಳ್ ನಾ ಕಶ್ಯಾಕ್ ಮಟ್ಲ್ಯಾರ್, ಜಿಮ್ನಿ ವೈನಾ ತೆಜೊ ಜಿವನ್ ಸರುನ್ಗೆತ್ ಯೆಲಾ.