Acts 8:34 — Compare Translations
7 translations compared side by side
Odia - 1840
"ନଫୁସକ ଫିଲିପ୍ପଙ୍କୁ କହିଲେ, ମାେତେ ଦୟାକରି କୁହ, କାହା ବିଷୟ ରେ ଭବିଷ୍ଯଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟ ରେ କହୁଛନ୍ତି ନା ଆଉ କାହା ବିଷୟ ରେ କହୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ?
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମଚାରୀ ଫିଲିପ୍ପଙ୍କୁ ପଚାରିଲେ, “ଭାବବାଦୀ କାହା ବିଷୟରେ ସୂଚନା ଦେଉଛନ୍ତି, ମୋତେ କୁହନ୍ତୁ। ତାଙ୍କ ନିଜ ବିଷୟରେ କିମ୍ବା ଅନ୍ୟ କାହା ବିଷୟରେ?
Odia Bible ERV 2004 (ପବିତ୍ର ବାଇବଲ)
ନପୁଂସକ ଫିଲିପ୍ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?
Odia IRV 2017 (ଓଡିଆ ବାଇବେଲ)
ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಫಿಲಿಪಾಕ್, “ದಯಾ ಕರುನ್ ಮಾಕಾ ಸಾಂಗ್ ಹಿತ್ತೆ ಖಚ್ಚ್ಯಾ ಪ್ರವಾದ್ಯಾಚ್ಯಾ ವಿಶಯಾತ್ ಸಾಂಗುಲಾಗಲೆ ಹಾಯ್? ತೊ ಅಪ್ನಾಚ್ಯಾಚ್ ವಿಶಯಾತ್ ಸಾಂಗುಲ್ಲಾ ಕಾಯ್?” ಮಾಕಾ ಸಾಂಗ್ ಮನುನ್ ಇಚಾರ್ಲ್ಯಾನ್.