Acts 8:35 — Compare Translations
7 translations compared side by side
Odia - 1840
"ତା'ପରେ ଫିଲିପ୍ପ ଶାସ୍ତ୍ରର ସହେି ବାକ୍ଯରୁ ଆରମ୍ଭ କରି ଯୀଶୁଙ୍କର ସୁସମାଚ଼ାର ପର୍ୟ୍ଯନ୍ତ ତାହାଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ପ ଧର୍ମଶାସ୍ତ୍ରର ଏହି ଅଂଶରୁ ଆରମ୍ଭ କରି ଯୀଶୁଙ୍କ ବିଷୟରେ ଲିଖିତ ସମସ୍ତ ଶୁଭବାର୍ତ୍ତା ତାଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଫିଲିପ୍ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪಾನ್ ಪವಿತ್ರ್ ಪುಸ್ತಕಾಚ್ಯಾ ಹ್ಯಾ ಭಾಗಾಕ್ನಾಚ್ ಶುರು ಕರುನ್ ಜೆಜುಚ್ಯಾ ವಿಶಯಾಚಿ ಖಬರ್ ತೆಕಾ ಕಳ್ವುಲ್ಯಾನ್.