Acts 8:37 — Compare Translations
6 translations compared side by side
Odia - 1840
"ଏବେ ମାରେ ବାପ୍ତିଜିତ ହବୋର କିଛି ଅସୁବିଧା ଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ
Odia BSI (ପବିତ୍ର ବାଇବଲ (CL) NT (BSI))
“ଏଠାରେ ଜଳ ଅଛି, ଏବେ ମୋର ଜଳଦୀକ୍ଷା ନେବାରେ କିଛି ବାଧା ଅଛି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ବରଙ୍କ ପୁତ୍ର, ଏହା ମୁଁ ବିଶ୍ୱାସ କରୁଅଛି।]
Odia IRV 2017 (ଓଡିଆ ବାଇବେଲ)
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಿಪಾನ್ ಅಧಿಕಾರಿಕ್ “ ತಿಯಾ ಫುರಾ ಮನಾನ್ ವಿಶ್ವಾಸ್ ಕರ್ತಲೊ ಹೊಲ್ಯಾರ್ ಬಾಲ್ತಿಮ್ ಘೆವ್ಕ್ ಹೊತಾ” ಮಟ್ಲ್ಯಾನ್, ತನ್ನಾ ಅದಿಕಾರಿನ್ “ಜೆಜು ಕ್ರಿಸ್ತ್ ದೆವಾಚೊ ಲೆಕ್ ಮನುನ್ ಮಿಯಾ ವಿಶ್ವಾಸ್ ಕರ್ತಾ” ಮನುನ್ ಜವಾಬ್ ದಿಲ್ಯಾನ್.