Acts 8:38 — Compare Translations

7 translations compared side by side

Odia - 1840
"ତା'ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା'ପରେ ଫିଲିପ୍ପ ଓ ନଫୁସକ ଦୁ ହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମଚାରୀ ରଥକୁ ଅଟକାଇବାକୁ ଆଦେଶ ଦେଲେ। ଫିଲିପ୍ପ ଓ କର୍ମଚାରୀ ଜଳ ଭିତରକୁ ଗଲେ ଓ ଫିଲିପ୍ପ ତାଙ୍କୁ ଜଳଦୀକ୍ଷା ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା’ପରେ ଫିଲି‌ପ୍‌ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲି‌ପ୍‌ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ರಥ್ ಇಬೆ ಕರಾ ಮನುನ್ ಹುಕುಮ್ ಕರ್‍ಲ್ಯಾನ್, ತೆನಿ ದೊಗೆಬಿ ಪಾನಿಯಾತ್ ಉತ್ರುನ್ ಮಾನಾ ಫಿಲಿಪಾನ್ ತೆಕಾ ಬಾಲ್ತಿಮ್ ದಿಲ್ಯಾನ್.